The Ultimate Managed Hosting Platform
ADVERTISEMENT

୨୪ ଘଣ୍ଟାରେ ବାହାରିଲେ ୧୦୩୩ କରୋନା ପଜିଟିଭ୍

Facebook
Twitter
LinkedIn

କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ୪୩ ଜଣଙ୍କ ମୃତ୍ୟୁ ଘଟିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login