ଭୁବନେଶ୍ୱର : ଆସନ୍ତା ୨୭ରେ ଝାରସୁଗୁଡା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଝାରସୁଗୁଡ଼ା ଗସ୍ତ ସ୍ଥିର ହେବା ପରେ ଜିଲ୍ଲା ପ୍ରଶାସନ ଚଳଚଞ୍ଚଳ ହୋଇଉଠିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ୟ୍ୟକ୍ରମର ରୂପରେଖ କ’ଣ ରହିବ, କେଉଁଠୁ ଲୋକେ ଆସିବେ, କେତେ ଲୋକ ସାମିଲ୍ ହେବେ, ସୁରକ୍ଷା ବ୍ୟବସ୍ଥା କ’ଣ ରହିବ, ପାର୍କିଂ ସ୍ଥଳ କେଉଁଠି ହେବ ଆଦି ଦିଗ ଉପରେ ଘନ ଘନ ବୈଠକ ଆରମ୍ଭ ହୋଇଯାଇଛି।
Views: 59