The Ultimate Managed Hosting Platform
ADVERTISEMENT

୨୮ରେ ଓଡିଶା ଆସିବେ ରାଷ୍ଟ୍ରପତି

Facebook
Twitter
LinkedIn

ଭୁବନେଶ୍ବର: ଆସନ୍ତା ୨୮ ତାରିଖରୁ ୨ ତାରିଖ ପର୍ୟ୍ୟନ୍ତ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସର କଡା ସୁରକ୍ଷା। ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ। ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର। ୩ଟି କ୍ୱିକ ରେସ୍ପନ୍ସ ଟିମ, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ। ୧୨ ଅତିରିକ୍ତ ଡିସିପି, ୨୫ ଏସିପି, ୪୦ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ। ୧୬୦ ଟ୍ରାଫିକ ଓ ୧୫୦ ହୋମଗାର୍ଡ ନିୟୋଜିତ ହେବେ। ବ୍ଲୁ ବୁକ ଗାଇଡ଼ଲାଇନ ମୁତାବକ ପୁରା ସହର ହେବ ପୋଲିସ ଛାଉଣୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login