The Ultimate Managed Hosting Platform
ADVERTISEMENT

୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡ଼ା,ନବରଙ୍ଗପୁର,କଳାହାଣ୍ଡି,ନୂଆପଡ଼ା,ଗଞ୍ଜାମ,ଗଜପତି ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login