The Ultimate Managed Hosting Platform
ADVERTISEMENT

୩୦ ହଜାର ରାସନ କାର୍ଡ କଟିଲାଣି –ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ୩୦ ହଜାର ୧୨୫ ଜଣଙ୍କ ରାସନ କାର୍ଡ କଟିଲାଣି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀଙ୍କ ଉତ୍ତର । ଇକେୱାଇସିରେ ବାଦ ପଡିଲେଣି ୧ ଲକ୍ଷ ୯ ହଜାର ୮୫୩ ଜଣ । ୬ ଲକ୍ଷ ୩୮ ହଜାର ୯୯୬ ମୃତକ ପାଇଥିଲେ ରାସନ କାର୍ଡ । ୩ ଲକ୍ଷ ୮୭ ହଜାର ୮୧୯ ନୂଆ ହିତାଧିକାରୀ ଯୋଜନାରେ ସାମିଲ । ଅଯୋଗ୍ୟଙ୍କୁ ବାଦ ଦେଇ ନୂଆଙ୍କୁ ସାମିଲ କରୁଛନ୍ତି ସରକାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login