The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୩ ଦିନ ପାଇଁ କେଦାରନାଥ ଯାତ୍ରା ବନ୍ଦ

Facebook
Twitter
LinkedIn

ଚମୋଲି: ଚାର ଧାମ ଯାତ୍ରା ଆରମ୍ଭ ପରେ ବିଗିଡିଲା ପାଗ । ଉତ୍ତରାଖଣ୍ଡରେ ମୂଷଳଧାରାରେ ବର୍ଷା ସହ ତୁଷାରପାତ ଜାରି । ଚମୋଲିରେ ଲ୍ୟାଣ୍ଡସ୍ଲାଇଡ ଯୋଗୁ ବଦ୍ରିନାଥ ହାଇଓ୍ବେ ବନ୍ଦ ହୋଇଯାଇଥିବା ଯୋଗୁ ଅଧାରାସ୍ତାରେ ଶ୍ରଦ୍ଧାଳୁମାନେ ଅଟକି ରହିଛନ୍ତି। ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଓ ପ୍ରତିକୂଳ ପାଗ ଯୋଗୁ ଆସନ୍ତା ତିନି ତାରିଖ ଯାଏଁ ବାବା କେଦାରନାଥଙ୍କ ଯାତ୍ରା ଉପରେ ରୋକ ଲଗାଇ ଦିଆଯାଇଛି । ଗଙ୍ଗୋତ୍ରୀ, ଯମୁନୋତ୍ରୀରେ ବର୍ଷା ଜାରି ରହିଥିବା ବେଳେ ପାହାଡ଼ ଉପରେ ବରଫ ବର୍ଷା ହେଉଛି । ଫଳରେ ପାହାଡ଼ି ଇଲାକୁ ପୁଣି ଶୀତ ଫେରିଛି । ଗତକାଲିଠୁ ସୋନପ୍ରୟାଗଠାରେ ଅଟକି ରହିଥିବା ୨୫ଶହ ଶ୍ରଦ୍ଧାଳୁ ଆଜି ଯାତ୍ରା ଆରମ୍ଭ କରିଛନ୍ତି । ପାଗ ଅନୁକୂଳ ନଥିବାରୁ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login