The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୩ ରାଜ୍ୟରେ ଜୁଲାଇ ୨୪ରେ ରାଜ୍ୟସଭା ନିର୍ବାଚନ

Facebook
Twitter
LinkedIn

ନୂଆଦିଲ୍ଲୀ: ୩ ରାଜ୍ୟ ଗୁଜରାଟ, ପଶ୍ଚିମବଙ୍ଗ, ଗୋଆରେ ୧୦ ରାଜ୍ୟସଭା ଆସନରେ ନିର୍ବାଚନ ପାଇଁ ଆଜି ନିର୍ବାଚନ କମିସନ ଆଜି ବିଜ୍ଞପ୍ତି ଜାରି କରିଛନ୍ତି। ନିର୍ବାଚନ କମିସନ୍ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ ୧୦ଟି ରାଜ୍ୟସଭା ଆସନରେ ସଦସ୍ୟମାନଙ୍କର ଆସନ୍ତା ଜୁଲାଇରୁ ଅଗଷ୍ଟ ମଧ୍ୟରେ ଅବସର ଥିବାରୁ ଉକ୍ତ ଆସନଗୁଡ଼ିକ ଖାଲି ପଡ଼ିବ। ଏହା ପୂର୍ବରୁ ନିର୍ବାଚନ ହେବ। ରାଜ୍ୟସଭା ନିର୍ବାଚନ ପାଇଁ ଜୁଲାଇ ୬ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଜୁଲାଇ ୧୩ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ। ଜୁଲାଇ ୧୪ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ ଏବଂ ପ୍ରାର୍ଥିତ୍ବ ପ୍ରତ୍ୟାହାରର ଶେଷ ତାରିଖ ଜୁଲାଇ ୧୭। ଜୁଲାଇ ୨୪ରେ ନିର୍ବାଚନ। ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଭୋଟ୍ ଗ୍ରହଣ ଚାଲିବ। ସେହିଦିନ ହିଁ ନିର୍ବାଚନ ଫଳାଫଳ ଆସିବ। ଉଲ୍ଲେଖଯୋଗ୍ୟ, ଗତବର୍ଷ ଜୁଲାଇରେ ହୋଇଥିବା ରାଜ୍ୟସଭା ନିର୍ବାଚନରେ ବିଜେପି ୪ ରାଜ୍ୟରେ ୮ଟି ଆସନରେ ଜିତିଥିଲା। ପଶ୍ଚିମବଙ୍ଗରେ ଗୋଟିଏ ରାଜ୍ୟସଭା ଆସନରେ ଉପନିର୍ବାଚନ ହେବ ବୋଲି ନିର୍ବାଚନ କମିସନ୍ ଘୋଷଣା କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login