The Ultimate Managed Hosting Platform
ADVERTISEMENT

୩ ରାଜ୍ୟରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

Facebook
Twitter
LinkedIn

ଭୁବନେଶ୍ବର: ନିର୍ବାଚନରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ହୋଇଛି । ଏଥିପାଇଁ ସୋମବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟେଲିଫୋନ ଯୋଗେ କଥା ହୋଇଥିଲେ। ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login