The Ultimate Managed Hosting Platform
ADVERTISEMENT

୪ ସୁଦ୍ଧା ଘୁର୍ଣ୍ଣିବଳୟ !

Facebook
Twitter
LinkedIn

ଭୁବନେଶ୍ୱର : ୪ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଉତ୍ତର ପଶ୍ଚିମ ବଙ୍ଗାପେସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ସମ୍ଭାବନା । ଟ୍ୱିଟ କରି ସୂଚନା ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର । ବାୟୁଚଳନରେ ପରିବର୍ତ୍ତନ ଯୋଗୁଁ ୩ରୁ ବର୍ଷାର ବିସ୍ତୃତ ବଢିବ । ଭାବରେ ୨ ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହେବ । ପ୍ରବଳ ବର୍ଷା ନେଇ ୩ ତାରିଖରେ ୭ ଜିଲ୍ଲା ଓ ୪ ତାରିଖରେ ୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୧ ତାରିଖରେ ଅଧିକାଂଶ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ତେବେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ କି ନାହିଁ ପୂର୍ବାନୁମାନ କରିନି ଆଇଏମଡି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login