ନୂଆଦିଲ୍ଲୀ : ଆଜି ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଜନ୍ମଦିନ । ଆଜି ସେ ତାଙ୍କ ୪୩ ତମ ଜନ୍ମଦିନ ପାଳନ କରୁଛନ୍ତି । ସାଉଥ୍ ଷ୍ଟାଇଲିସ ଷ୍ଟାର ଅଲ୍ଲୁ ଅର୍ଜୁନ ନିଜ ଅଭିନୟ ଓ ଡାନ୍ସ ଷ୍ଟେପ ପାଇଁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । କିନ୍ତୁ ଫିଲ୍ମ ‘ପୁଷ୍ପା’ ରିଲିଜ୍ ହେବା ପରଠୁ ଅଲ୍ଲୁଙ୍କ ଫ୍ୟାନ ଫଲୋଇଙ୍ଗ୍ ଆହୁରି ବଢିଯାଇଛି । ଅଲ୍ଲୁ ଅର୍ଜୁନ୍ଙ୍କ ଫିଲ୍ମ ‘ପୁଷ୍ପା’ ରିଲିଜ୍ ହେବା ପରଠାରୁ ପିଲାଠୁ ବଡ଼ ଲୋକଙ୍କ ଯାଏଁ ସମସ୍ତଙ୍କ ମୁଣ୍ଡରେ ପୁଷ୍ପା ଭୂତ ଚଢ଼ିକି ରହିଥିଲା । ଯାହାକୁ ଦେଖିବ ପୁଷ୍ପାଟ୍ଟ ଝୁକେଗା ନେହିଁ ଶାଲା ଡାଇଲଗ୍ କହୁଥିଲେ । ଏହି ଡାଇଲଗ୍ ଏତେ ଲୋକପ୍ରିୟ ହୋଇଯାଇଥିଲା ଯେ ଛୋଟ ପିଲାମାନେ ବି ଏହାକୁ କପି କରୁଥିଲେ । ଆପଣଙ୍କୁ କହି ରଖୁଛୁ ଯେ ଅଲ୍ଲୁ ଅର୍ଜୁନ ସେହି ଅଭିନେତାମାନଙ୍କ ମଧ୍ୟରୁ ଜଣେ ଯିଏ ନିଜ ଜନ୍ମଦିନରେ ରକ୍ତଦାନ କରନ୍ତି । ଆଜିର ଏହି ସ୍ୱତନ୍ତ୍ର ଦିନରେ, ଅଲ୍ଲୁ ଅର୍ଜୁନଙ୍କ ପତ୍ନୀ ସ୍ନେହା ରେଡ୍ଡୀ ନିଜ ସ୍ୱାମୀଙ୍କ ପାଇଁ ଏକ ପର୍ସନାଲ ପାର୍ଟିର ଆୟୋଜନ ମଧ୍ୟ କରିଥିଲେ, ଯେଉଁଥିରେ କେବଳ ତାଙ୍କ ପରିବାର ସାମିଲ ଥିଲେ । ସ୍ନେହା ଏହି ପ୍ରାଇଭେଟ୍ ପାର୍ଟିର ଏକ ଫଟୋ ସେୟାର କରି ତାଙ୍କ ସ୍ୱାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଯାହା ଏବେ ସୋସିଆଲ ମିଡିଆ
୪୩ ବର୍ଷରେ ପାଦ ଥାପିଲେ ଅଭିନେତା ଅଲ୍ଲୁ ଅର୍ଜୁନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ
ନୂଆପଡା : ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ । ନୂଆପଡ଼ା ନାରାୟଣ ଡୋଙ୍ଗରୀ ସଂରକ୍ଷିତ ଜଙ୍ଗଲରୁ ଠାବ ହୋଇଛି ମାଓ କ୍ୟାମ୍ପ । ଯବାନଙ୍କୁ ଟାର୍ଗେଟ କରି...
୧୪ ଦେଶକୁ ଟ୍ରମ୍ପଙ୍କ ଟାରିଫ ମାଡ
ନୂଆଦିଲ୍ଲୀ : ୧୪ ଟି ଦେଶ ଉପରେ ନୂଆ ଟାରିଫ ପ୍ଲାନ ଘୋଷଣା । ଅଗଷ୍ଟ ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ ।େ୧୪ ଦେଶକୁ...
ପୁଣି ମନମୋହନ ହେଲେ ରାଜ୍ୟ ବିଜେପି ସଭାପତି
ଭୁବନେଶ୍ୱର : ସର୍ବ ସହମତିରେ ନିଦ୍ୱର୍ନ୍ଦରେ ନିର୍ବାଚିତ ହେଲେ ମନମୋହନ । ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା । ବିଧିବଦ୍ଧ ଭାବେ ଘୋଷଣା...
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷୁଛି । ଆହୁରି...