The Ultimate Managed Hosting Platform
ADVERTISEMENT

୪ ଦିନ କାଳବୈଶାଖୀ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ୪ ଦିନ କାଳବୈଶାଖୀ ବର୍ଷା । ଆଜି ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ସମ୍ବଲପୁର ସମେତ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ । ସେହିପରି ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୧ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୨୯ ଓ ୩୦ ତାରିଖରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୧ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଫୁଲୁଛି ବ୍ରାହ୍ଣଣୀ : ସପ୍ତାହେ ହେଲାଣି କମୁନି ଜଳସ୍ତର, ସେପଟେ ମନ୍ଦିରା ଡ୍ୟାମ ଖୋଲିଲା ୮ ଗେଟ

ବୈତରଣୀରେ ବନ୍ୟା : ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତର ନିଦେ୍ର୍ଦଶ

ମୟୂରଭଞ୍ଚ : ମୟୂରଭଞ୍ଚ ଓ କେନ୍ଦୁଝରରେ ଅତ୍ୟଧିକ ବର୍ଷା । ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି । ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି...

ଓମ ଶାନ୍ତିରୁ ମୋଦିଙ୍କ ସମ୍ବୋଧନ; କଳ୍ପନାଠୁ ବି ବଡ ଦଣ୍ଡ ମିଳିବ , ଆତଙ୍କବାଦୀଙ୍କୁ ମାଟିରେ ମିଶେଇଦେବୁ

ପୁଣି ବିଶ୍ୱର ୧ ନଂ ଲୋକପ୍ରିୟ ନେତା ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ବିଶ୍ୱର ସବୁଠୁ ୧ ନଂ ଲୋକପ୍ରିୟ ନେତା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆମେରିକୀୟ ବ୍ୟବସାୟିକ ଗୁଇନ୍ଦା କମ୍ପାନୀ ମର୍ଣ୍ଣିଂ କନସଲ୍ଟ ଜୁଲାଇ...

ADVERTISEMENT

Login