ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଲେ ରାଜ୍ୟ ସରକାର ।ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢିଲା । ମହଙ୍ଗା ଭତ୍ତା ୪% ବୃଦ୍ଧି କଲେରାଜ୍ୟ ସରକାର । ୪% ବଢିବା ପରେ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବୃଦ୍ଧି । ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ । ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ ଭୋଗୀ ଉପକୃତ ହେବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।
Views: 84