The Ultimate Managed Hosting Platform
ADVERTISEMENT

୪ ଶିକାରୀ ଗିରଫ , ବନ୍ଧୁକ ଜବତ

Facebook
Twitter
LinkedIn

ଉଦଳା : ଶିମିଳିପାଳରୁ ୪ ଶିକାରୀ ଗିରଫ । ନଟୋ ସଂରକ୍ଷିତ ଜଙ୍ଗଲ ଅଶ୍ୱକୋଟି ଅଞ୍ଚଳରୁ ଧରାପଡିଲେ । ଶିକାର ପାଇଁ ଯାଇଥିବା ବେଳେ ମାଡି ବସିଲା ଏସଟିଏଫ । ଚଢାଉ ବେଳେ ବନ କର୍ମଚାରୀଙ୍କ ଉପକୁ ଗୁଳିମାଡ କରିଥିଲେ । ଗତକାଲି ରାତିରେ ପୋଡାଡିହା ବନ ବିଭାଗ ଏବଂ ଏସଟିପିଏଫ ମିଳିତ ଭାବେ ମନଭଙ୍ଗା ବିଟ ଅଞ୍ଚଳରେ ଚଢ଼ାଉ କରିଥିଲେ । ୪ ଜଣ ଶିକାରୀଙ୍କୁ ଗିରଫ କରାଯାଇଥିବାବେଳେ ଅନ୍ୟ ୨ ଜଣ ଫେରାର ହୋଇଯାଇଛନ୍ତି । ଘଟଣାସ୍ଥଳରୁ ୪ଟି ଦେଶୀ ବନ୍ଧୁକ ଜବତ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login