The Ultimate Managed Hosting Platform
ADVERTISEMENT

୫୪ ବର୍ଷ ବୟସରେ ଅଭିନେତା ମୁକୁଲ ଦେବଙ୍କ ବିୟୋଗ

Facebook
Twitter
LinkedIn

ମୁମ୍ବାଇ : ପରଲୋକରେ ଅଭିନେତା ମୁକୁଲ ଦେବ । ୫୪ ବର୍ଷ ବୟସରେ ସେ ଦେହତ୍ୟାଗ କରିଛନ୍ତି । ବେଶ କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ଚାଲିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି । ମୁକୁଲ ଦେବ ହେଉଛନ୍ତି ବିଶିଷ୍ଟ ଅଭିନେତା ଓ ମଡେଲ ରାହୁଲ ଦେବଙ୍କ ଭାଇ। ମୁକୁଲ ଅନେକ ହିନ୍ଦି ଓ ଦକ୍ଷିଣ ଭାରତୀୟ ଫିଲ୍ମରେ ଅଭିନୟ କରିଥିଲେ। ଦସ୍ତକ, ସନ୍ ଅଫ୍ ସରଦାର, ଜୟ ହୋ, ଆର୍ ରାଜକୁମାର ଭଳି ଫିଲ୍ମରେ ସେ ଭଳ ଅଭିନୟ କରି ଦର୍ଶକଙ୍କ ମନ ଛୁଇଁ ପାରିଥିଲେ। ଅନେକ ଟିଭି ସିରିଏଲରେ ବି ସେ ଅଭିନୟ କରିଛନ୍ତି, ଆଙ୍କରିଂ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login