ବାରିପଦା : ୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ । ବିସ୍କୁଟ ଲୋଭ ଦେଖାଇ ଦୁଷ୍କର୍ମ ଅଭିଯୋଗ । ଅଭିଯୁକ୍ତକୁ ଗିରଫ କଲା ସଦର ଥାନା ପୁଲିସ । ଗୁରୁତର ଶିଶୁକନ୍ୟାକୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥ ଶିଶୁକନ୍ୟା ମେଡିକାଲରେ ଭର୍ତ୍ତି । ଏନେଇ ସଦର ଥାନାରେ ଅଭିଯୋଗ ହେବା ପରେ ଅଭିଯୁକ୍ତକୁ ଗିରଫ କରି ଖୋଳତାଡ଼ ଆରମ୍ଭ କରିଛି ପୁଲିସ ।
Views: 66











