The Ultimate Managed Hosting Platform
ADVERTISEMENT

୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ

Facebook
Twitter
LinkedIn

ଭୁବନେଶ୍ୱର : ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କଲା ଉଚ୍ଚଶିକ୍ଷା ବିଭାଗ । ତାଗିଦ ସତ୍ତ୍ୱେ କଲେଜ ଆକାଉଣ୍ଟ ଅପଡେଟ କରି ନ ଥିବାରୁ କାର୍ଯ୍ୟାନୁଷ୍ଠାନ । ଚଳିତ ମାସ ଠାରୁ ଅନିର୍ଦ୍ଦିଷ୍ଟ ସମୟ ଯାଏଁ ଦରମା ବନ୍ଦ । ୨୦୨୪-୨୫ ବର୍ଷ ପାଇଁ କଲେଜ ଆକାଉଣ୍ଟ ଅପଡେଟ କରିବାକୁ ନିର୍ଦ୍ଦେଶ ଥିଲେ ବି ଏସବୁ କଲେଜ ଅଧ୍ୟକ୍ଷ ମାନି ନାହାଁନ୍ତି। ଯେଉଥିପାଇଁ ଚଳିତ ମାସ ଠାରୁ ଅନିର୍ଦ୍ଦିଷ୍ଟ ସମୟ ଯାଏ ବିଭାଗ ଦରମା ବନ୍ଦ ରଖିଛି। ଯାଜପୁର ଜିଲ୍ଲାର ସର୍ବାଧିକ ୧୧ଟି କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କରାଯାଇଛି। ଏନେଇ ବିଭାଗ ପକ୍ଷରୁ ବିଧିବଦ୍ଧ ନିର୍ଦ୍ଦେଶ ଜାରି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login