The Ultimate Managed Hosting Platform
ADVERTISEMENT

୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ

Facebook
Twitter
LinkedIn

ଭୁବନେଶ୍ୱର : ୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡକୁ ରେଡ ଆଲର୍ଟ । ଯାଜପୁର , ବାଲେଶ୍ୱର, ଗଞ୍ଜାମକୁ ମଧ୍ୟ ରେଡ ଆଲର୍ଟ । ଆସନ୍ତା ୨ ଘଣ୍ଟାରେ ୬୦ରୁ ୭୦ କିମି ପବନ ସହ ବର୍ଷା ସମ୍ଭାବନା । ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ସମ୍ଭାବନା । ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login