The Ultimate Managed Hosting Platform
ADVERTISEMENT

୮୦୦ ଦରମାରୁ ୧୫ ହଜାର କୋଟିର ମାଲିକ ଅଚ୍ୟୁତ ସାମନ୍ତ-ବାବୁ ସିଂ

Facebook
Twitter
LinkedIn

ଭୁବନେଶ୍ୱର : କିଟ ପ୍ରସଙ୍ଗରେ ମୁଲଦବି ଆଲୋଚନା ବେଳେ ବାବୁ ସିଂଙ୍କ ବିବୃତି । କିଟ କେଳେଙ୍କାରୀ ଅଭିଯୋଗରେ ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ କଲେ । ୧୯୯୯୧ରେ ମହର୍ଷିରେ ପଢାଇବା ବେଳେ ୮୦୦ ଟଙ୍କା ଦରମା ପାଉଥିଲେ । ୩୨ ବର୍ଷ ପରେ ୧୫ ହଜାର କୋଟିର ମାଲିକ ଅଚ୍ୟୁତ ସାମନ୍ତ । ବିଜୁ ପଟ୍ଟନାୟକ ସରକାରରେ ଲୋନ ନେଇ ଏଆଇସିଟିଇ ଦ୍ୱାରା ଲଙ୍କା ସାମ୍ରାଜ୍ୟ କଲେ । ଶିକ୍ଷା ନାଁରେ କଳା କାରନାମା କରି ସମାଜକୁ କଳୁଷିତ କରିଛନ୍ତି ଅଚ୍ୟୁତ । ଆଦିବାସୀ ଜମି ହଡପ, ଜଙ୍ଗଲର ଜମିରେ ଅଟ୍ଟାଳିକା କଲେ । ଦୁର୍ନୀତି ପାଇଁ କେଉଁ ସରକାର ତାଙ୍କୁ ପ୍ରୋତ୍ସାହନ ଦେଲା ସାଂସଦ କଲା । ୨ ମହିଳା କର୍ମଚାରୀ ଯେଭଳି କହିଲେ ସେମିତି ଆଉ ନ କୁହାଯାଉ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

ADVERTISEMENT
ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

Login