The Ultimate Managed Hosting Platform
ADVERTISEMENT

୯୧୩ଟି ନବନିର୍ମିତ ଅଙ୍ଗନବାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ମୋଟ ୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ ହୋଇଛି । ଏହାକୁ ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏଥିମଧ୍ୟରେ ରହିଛି ଅନୁଗୁଳର ୩୫ ଟି, ବାଲେଶ୍ୱରର ୭୭, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର ୨୬ଟି, ଦେବଗଡ଼ର ୫ଟି, ଢେଙ୍କାନାଳର ୧୮ଟି, ଗଜପତିର ୧୪ଟି, ଗଞ୍ଜାମର ୭୨ଟି, ଜଗତସିଂହପୁରର ୩୭ଟି, ଯାଜପୁରର ୧୯ଟି, ଝାରସୁଗୁଡ଼ାର ୧୮ଟି, କଳାହାଣ୍ଡିର ୯୦ଟି, କନ୍ଧମାଳର ୨୨ଟି, କେନ୍ଦ୍ରାପଡ଼ାର ୨୨ଟି, କେନ୍ଦ୍ରାପଡ଼ାର ୧୭ଟି, କେନ୍ଦୁଝରର ୧୮ଟି, ଖୋର୍ଦ୍ଧାର ୬୧ଟି, କୋରାପୁଟର ୩୪ଟି, ମାଲକାନଗିରିର ୮ଟି, ମୟୂରଭଞ୍ଜର ୭ଟି, ନବରଙ୍ଗପୁରର ୨୬ଟି, ନୟାଗଡ଼ର ୫୬ଟି, ନୂଆପଡ଼ାର ୧୦ଟି, ପୁରୀର ୬୮ଟି, ରାୟଗଡ଼ାର ୧୮ଟି, ସମ୍ବଲପୁରର ୧୨ଟି, ସୁବର୍ଣ୍ଣପୁରର ୧୬ଟି ଓ ସୁନ୍ଦରଗଡ଼ର ୧୭ଟି ନୂଆ ଅଙ୍ଗନୱାଡି କେନ୍ଦ୍ରର ଶୁଭ ଉଦଘାଟନ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login