The Ultimate Managed Hosting Platform
ADVERTISEMENT

ଅକ୍ଟୋବର ୧୫ରେ ଭାରତ-ପାକ ଟକ୍କର

Facebook
Twitter
LinkedIn

ନୂଆଦିଲ୍ଲୀ : ଅକ୍ଟୋବର ୫ରୁ ବିଶ୍ୱକପ୍ ଟିକେଟ । ଅକ୍ଟୋବର ୫ରେ ଅହମ୍ମଦାବାଦରେ ଇଂଲଣ୍ଡ-ନାୁଜିଲାଣ୍ଡ ଭେଟ । ଅକ୍ଟୋବର ୮ରେ ଚେନ୍ନାଇରେ ପ୍ରଥମ ମ୍ୟାଚ ଖେଳିବ ଭାରତ । ପ୍ରଥମ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆ କୁ ଭେଟିବ । ଅକ୍ଟୋବର ୧୫ରେ ଭାରତ-ପାକିସ୍ତାନ ମୁକାବିଲା । ଅହମ୍ମଦାବାଦରେ ପାକିସ୍ତାନକୁ ଭେଟିବ ଭାରତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login