The Ultimate Managed Hosting Platform
ADVERTISEMENT

ଅଗ୍ନିକାଣ୍ଡରେ ଜଳିଗଲା ୩ ଏକର ଜମିର ଧାନ

Facebook
Twitter
LinkedIn

ସୋରଡା : ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଳିଗଲା ୪ ଚାଷୀଙ୍କ ୩ ଏକର ଜମିର ଧାନ । ଧରାକୋଟ ବ୍ଲକ କୁଶରବା ଗାଁର ବିଶ୍ୱନାଥସାହୁ, ଶ୍ରୀନିବାସ ଗୈାଡ, କାହ୍ନୁ ଗୈାଡ ଓ ଘନ ଗୈାଡଙ୍କର ଜମିର ଧାନ ଅମଳ ପାଇଁ ରଖିଥିଲେ । ହେଲେ ବିଳମ୍ବିତ ରାତିରେ କେହି ଦୁର୍ବୁତ୍ତ ନିଆଁ ଲଗାଇ ଦେବାରୁ ମୋଟ ୫ଟି ଗଦାର ଧାନ ପୋଡି ପୁରା ପାଇଁଶ ହୋଇଯାଇଛି । ଘଟଣାସ୍ଥଳରେ ଧରାକୋଟ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ପୁରା ଧାନ ପୋଡି ପାଉଁଶ ହୋଇଯାଇଛି । ବର୍ଷକର ପରିଶ୍ରମରେ ଅର୍ଜିତ ଧାନ ପୋଡି ପାଉଁଶ ହୋଇଯାଇଥିବା ବେଳେ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଯାଇଛି । କ୍ଷତି ପୂରଣ ପାଇଁ ଦାବି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login