The Ultimate Managed Hosting Platform
ADVERTISEMENT

ଅଗ୍ନିଶମ କର୍ମଚାରୀଙ୍କ ବଢିଲା ଭତ୍ତା

Facebook
Twitter
LinkedIn

ଭୁବନେଶ୍ୱର : ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଏ ନେଇ ଏକ୍ସରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା । ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡା ସହ ଭତ୍ତା ବୃଦ୍ଧି । ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢିଲା । ମୋଟର ସାଇକେଲ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି । ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି,
ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବଢ଼ିଲା । ଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ବୋଲି ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login