The Ultimate Managed Hosting Platform
ADVERTISEMENT

ଅଙ୍ଗନବାଡି ସୁପରଭାଇଜର ଯୋଗ୍ୟତା ସ୍ନାତକ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଏଣିକି ଅଙ୍ଗନବାଡି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ । ପୂର୍ବରୁ ଅଙ୍ଗନବାଡି ସୁପରଭାଇଜର ଯୋଗ୍ୟତା ଥିଲା ମାଟ୍ରିକ । ଅବକାରୀ ବିଭାଗର ନିୟମ ୨୦୧୭ ମଧ୍ୟ ସଂଶୋଧନ କଲେ ସରକାର । ଅନୁସୂଚିତ ଜାତି ଓ ଜନଜାତି କ୍ୟାଡର ପୁନଃଗଠନ । ୨୪ ନୂଆ ପଦବୀ ସୃଷ୍ଟି କରାଯିବାକୁ କ୍ୟାବିନେଟରେ ମଞ୍ଜୁରୀ । ଅବକାରୀ କନଷ୍ଟେବଳ ଡିଭିଜନ ବଦଳାଯାଇ ଜିଲ୍ଲା କ୍ୟାଡର କରାଯାଇଛି । ୧୦୮ କୋଟିର ବୈତରଣୀ ବାମ ଓ ଡାହାଣ କେନାଲ ହେବ । ଭଦ୍ରକ,ବାଲେଶ୍ୱର, କେନ୍ଦୁଝରର ୬୦ ହଜାର ହେକ୍ଟର ଜମି ଜଳସେଚିତ ହେବ । ଆଗାମୀ ୫ ବର୍ଷ ପାଇଁ ୧୦୮ ସେବା ପାଇଁ ୨୩୯୮ କୋଟି ମଞ୍ଜୁରୀ । ଏହାକୁ ନେଇ ଆଜି କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login