The Ultimate Managed Hosting Platform
ADVERTISEMENT

ଅଜଣାଗାଡି ଧକ୍କାରେ ଚାଲିଗଲା ଜୀବନ

Facebook
Twitter
LinkedIn

ହିନେ୍ଦାଳ : ଅଜଣା ଗାଡି ଧକ୍କାରେ ଚାଲିଗଲା ଜୀବନ । ହିନ୍ଦୋଳ ଗୁଡ଼ିଆକାଟେଣି ରାସ୍ତାର କାରନ୍ଦା ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବୃଦ୍ଧ ଜଣକ ହେଲେ କାରନ୍ଦା ରଗଡି ସାହିର ୬୦ ବର୍ଷିୟ ପାର୍ଥ ବିଶ୍ଵାଳ । ଗତକାଲି ସନ୍ଧ୍ୟା ୭ଟା ସମୟରେ ପାର୍ଥ କୌଣସି କାର୍ୟ୍ୟ ନିମନ୍ତେ କାରନ୍ଦା ଛକ ନିକଟକୁ ଆସିଥିଲେ । ତେବେ ଏତିକି ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଭାରିଯାନ ପାର୍ଥଙ୍କୁ ପଛପଟୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ପାର୍ଥଙ୍କ ମୃତ୍ୟୁ ଘଟିଥିବାବେଳେ ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା । ଏହି ଘଟଣାକୁ ନେଇ ସ୍ଥାନୀୟ ବାସିନ୍ଦା ମୃତ ପରିବାରକୁ କ୍ଷତିପୂରଣ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିବାବେଳେ ଘଟଣାସ୍ଥଳରେ ରାସୋଳ ପୋଲିସ୍ ଏବଂ ହିନ୍ଦୋଳ ତହସିଲଦାର ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login