The Ultimate Managed Hosting Platform
ADVERTISEMENT

ଅଟୋକୁ ଧକ୍କା ଦେଲା ଟ୍ରକ, ୭ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ବିହାର : ବିହାର ପାଟନାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୭ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ କେତେକ ଆହତ ହୋଇଛନ୍ତି । ବିହାରର ରାଜଧାନୀ ପାଟନା ମସୌର୍ହିର ନୋରା ବ୍ରିଜ ଉପରେ ଏକ ଟ୍ରକ ଓ ଟେମ୍ପୋ ମଧ୍ୟରେ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଛି । ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଅଟୋ ଓ ଟ୍ରକ ବ୍ରିଜ ତଳକୁ ଖସି ପଡିଥିଲା । ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଲୋକ ପହଞ୍ଚି ପୋଲିସକୁ ଖବର ଦେଇଥିଲେ । ଅଟୋରେ ଥିବା ସମସ୍ତେ ଶ୍ରମିକ ହୋଇଥିବା ଜଣାପଡିଛି । ଦୁର୍ଘଟଣାର କାରଣ ଜଣାପଡିନାହିଁ । ମୃତ ୭ ଜଣଙ୍କର ପରିଚୟ ମିଳି ପାରିନାହିଁ । ଅଟୋରେ ୧୨ରରୁ ଅଧିକ ଲୋକ ଥିଲେ । ଏମାନେ କାମ କରି ଘରକୁ ଫେରୁଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login