The Ultimate Managed Hosting Platform
ADVERTISEMENT

ଅଟୋକୁ ଧକ୍କା ଦେଲା ସ୍କର୍ପିଓ , ୩ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ବିହାର : ବିହାରର ରୋହତାସ ଜିଲ୍ଲା ନୋଖା ଥାନା ଅର୍ନ୍ତଗତ ଗଙ୍ଗହର ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗତକାଲି ବିଳମ୍ବିତ ରାତିରେ ଦ୍ରୁତ ଗତିରେ ଏକ ସ୍କର୍ପିଓ ଆସି ଅଟୋକୁ ଜୋରଦାର ଧକ୍କା ଦେଇଥିଲା । ଫଳରେ ଘଟଣାରେ ୩ ଜଣଙ୍କ ଜୀବନ ଚାଲିଯାଇଥିଲା । ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଥିଲେ । ଆହତଙ୍କୁ ଚିକିତ୍ସା ପାଇଁ ସଦର ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣା ପରେ ସ୍କର୍ପିଓରେ ଥିବା ସମସ୍ତ ଲୋକ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି । ସ୍ଥାନୀୟ ଲୋକ ଜଣେ ଯୁବକଙ୍କୁ ଧରିପକାଇ ମାରପିଟ୍ କରିଥିଲେ । ଘଟଣା ସ୍ଥଳରେ ପହଞ୍ଚି ପୋଲିସ ଯୁବକଙ୍କୁ ଭିଡ଼ ଭିତରୁ ରକ୍ଷା କରିବା ସହିତ ଦୁଇଟି ଯାକ ଗାଡିକୁ ଜବତ କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login