The Ultimate Managed Hosting Platform
ADVERTISEMENT

ଅଟୋ-ସ୍କର୍ପିଓ ମୁହାଁମୁହିଁ , ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

Facebook
Twitter
LinkedIn

ବାରିପଦା : ଅଟୋ ଓ ସ୍କର୍ପିଓ ମୁହାଁମୁହିଁ ଧକ୍କାରେ ଚାଲିଗଲା ୨ ଜୀବନ । ବାରିପଦା ୧୮ନଂ ଏନଏଚ ମଞ୍ଚାବନ୍ଧା ଛକରେ ମର୍ମନ୍ତୁଦ ଦୁର୍ଘଟଣା । ବାରିପଦାରୁ ବେତନଟୀ ଯାଉଥିଲା ସ୍କର୍ପିଓ , ମୃତକଙ୍କ ପରିଚୟ ଅସ୍ପଷ୍ଟ । ଏକ ବ୍ୟାଟେରୀ ଚାଳିତ ଅଟୋକୁ ସ୍କର୍ପିଓ ଧକ୍କା ଦେଇଛି । ଘଟଣାସ୍ଥଳରେ ଅଟୋ ଚାଳକ ସହିତ ଅନ୍ୟଜଣଙ୍କ ମୃତ୍ୟ ହୋଇଛି । ପୋଲିସ ପହଞ୍ଚି ମୃତଦେହକୁ ବାରିପଦା ମେଡିକାଲ ପଠାଇ ଘଟଣାର ତଦନ୍ତ କରୁଛି।
ଖବର ଅନୁଯାୟୀ, ବାରିପଦା ୧୮ ନମ୍ବର ଜାତୀୟ ରାଜପଥ ମଞ୍ଚାବନ୍ଧା ନିକଟରେ ଏକ ବ୍ୟାଟେରୀ ଚାଳିତ ଅଟୋକୁ ଜୋରଦାର ଧକ୍କା ଦେଇଛି ସ୍କର୍ପିଓ । ଯାହାଫଳରେ ଏହି ଦୁର୍ଘଟଣାରେ ଅଟୋ ଚାଳକଙ୍କ ସହିତ ଆଉ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ତେବେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବାରିପଦା ହସ୍ପିଟାଲକୁ ପଠାଇଛି । ଏହାସହିତ ଘଟଣାର ତଦନ୍ତ ଜାରି ରଖିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login