The Ultimate Managed Hosting Platform
ADVERTISEMENT

ଅତିକ୍ ଓ ଅଶରଫଙ୍କୁ ‘ଶହୀଦ’ କହି ୩ ଅଭିଯୁକ୍ତ ଗିରଫ

Facebook
Twitter
LinkedIn

ନୂଆଦିଲ୍ଲୀ : ମାଫିଆ ଅତିକ୍ ଅହମ୍ମଦ ଓ ତାଙ୍କ ଭାଇ ଅଶରଫଙ୍କ ସମର୍ଥନରେ ମହାରାଷ୍ଟ୍ରରେ ପୋଷ୍ଟର ଲଗାଯାଇଛି। ଏହି ପୋଷ୍ଟରରେ ଉଭୟ ଭାଇଙ୍କୁ ଶହୀଦ ବୋଲି କୁହାଯାଇଛି। ଅତିକ୍ ଓ ଅଶରଫଙ୍କୁ ପୋଷ୍ଟର ମାଧ୍ୟମରେ ଶହୀଦ ଘୋଷଣା କରାଯିବା ପରେ ଉତ୍ତେଜନା ଦେଖାଦେଇଛି। ଏହି ମାମଲାରେ ପୋଲିସ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି। ଅତିକ୍ ଓ ଅଶରଫଙ୍କୁ ପୋଷ୍ଟର ମାମଲାରେ ପୋଲିସ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କ ବିରୋଧରେ ବିଭିନ୍ନ ଧାରାରେ ମାମଲା ରୁଜୁ ହୋଇଛି। ପୋଲିସ ଅଭିଯୁକ୍ତମାନଙ୍କ ବିରୋଧରେ ଆଇପିସି ଧାରା ୨୯୩, ୨୯୪ ଏବଂ ୧୫୩ ଅନୁଯାୟୀ ମାମଲା ରୁଜୁ କରିଛି। ବିଶ୍ୱ ହିନ୍ଦୁ ପରିଷଦ ନେତାଙ୍କ ଅଭିଯୋଗ ଆଧାରରେ ପୋଲିସ ଏହି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login