The Ultimate Managed Hosting Platform
ADVERTISEMENT

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : କୃଷି ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପ ର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝା ଏସଡିଆରଏଫ ଫଣ୍ଡରୁ ଚାଷୀଙ୍କୁ ସମସ୍ତ କ୍ଷତିପୂରଣ ଦିଆଯିବ । ୩୩ ପ୍ରତିଶତରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ ମିଳିବ କ୍ଷତିପୂରଣ । ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ୨ ଲକ୍ଷ ୨୬ ହଜାର ହେକ୍ଟର ଫସଲ କ୍ଷତି, ୨୯୧ କୋଟି ସହାୟତା ମିଳିବ ।ଆଜିଠୁ ଭୁବନେଶ୍ୱର ବରମୁଣ୍ଡା ପଡିଆରେ ଆରମ୍ଭ ହୋଇଛି “କୃଷି ଓଡିଶା-୨୦୨୫” କାର୍ୟ୍ୟକ୍ରମ । ୩ ଦିନ ଧରି ୫ ତାରିଖ ପର୍ୟ୍ୟନ୍ତ ଏହି କାର୍ୟ୍ୟକ୍ରମ ଚାଲିବ । ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ବିଜୁପଟ୍ଟନାୟକ ଖେଳ ପଡ଼ିଆରେ ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆୟୋଜନ ହୋଇଛି ଏହି କାର୍ୟ୍ୟକ୍ରମ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login