The Ultimate Managed Hosting Platform
ADVERTISEMENT

ଅଦିନିଆ ବର୍ଷା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିଦେ୍ର୍ଦଶ-ସୁରେଶ ପୂଜାରୀ

Facebook
Twitter
LinkedIn

ଭୁବନେଶ୍ୱର : ଅଦିନିଆ ବର୍ଷା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ କରି ୩ ଦିନ ଭିତରେ କ୍ଷୟକ୍ଷତିର ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହେବ। ଧାନ ବକ୍ରିଯୋଗ୍ୟ ହେଲେ ସେନେଇ ପଦକ୍ଷେପ ନିଆଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login