The Ultimate Managed Hosting Platform
ADVERTISEMENT

ଅଧିକ କୀଟନାଶକ ଯୋଗୁଁ ବଢୁଛି କ୍ୟାନସର : ଆଇନମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଚାଷରେ ଅଧିକ କୀଟନାଶକ ଏବଂ ସାରର ବ୍ୟବହାର କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ାଉଛି ବୋଲି ଗୃହରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟ ଅର୍ଗାନିକ୍ ବା ଜୈବିକ ଚାଷ ପାଇଁ କ’ଣ ପାଇଁ ବ୍ୟବହାର କରାଯାଉଛି ବୋଲି ପ୍ରଶ୍ନ କରିଥିଲେ । ଏହାର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ କ୍ୟାନସର୍ ରୋଗୀଙ୍କ ସଂଖ୍ୟା ବଢୁଛି । ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି । ଜମିର ଗୁଣବତ୍ତା ନଷ୍ଟ ହେଉଛି ଏବଂ କ୍ୟାସନର ଭଳି ରୋଗ ବ୍ୟାପୁଛି । ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ୱ ଦିଆଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login