ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ । ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ରେଡ । ଅନୁଗୁଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି । ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସର ଛାନଭିନ । ଅନୁଗୁଳ, ସୁନ୍ଦରଗଡ, ଭୁବନେଶ୍ୱର , ଗଞ୍ଜାମ ଓ ରାଉରକେଲାରେ ରେଡ ।
Views: 93











