The Ultimate Managed Hosting Platform
ADVERTISEMENT

ଅନାଥ ପିଲାଙ୍କ ସର୍ଭେ ନିଦେ୍ର୍ଦଶ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଅନାଥ ପିଲାଙ୍କ ସର୍ଭେ କରିବେ ସରକାର । ବାପା କିମ୍ବା ମାଙ୍କ ମଧ୍ୟରୁ ଜଣଙ୍କୁ ହରାଇଥିବା ପିଲାଙ୍କ ସର୍ଭେ ବି ହେବ । ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ଅଙ୍ଗନବାଡି କେନ୍ଦ୍ର ଜରିଆରେ ସର୍ଭେ କରିବାକୁ ଗାଇଡଲାଇନ । ଡିଏସଡବ୍ଲ୍ୟୁଓ, ଆଇସିଡିଏସ ସୁପରଭାଇଜର, ସିଡିପିଓ, ଡିସିପିଓଙ୍କୁ ତଦାରଖ ଦାୟିତ୍ୱ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଭୁବନେଶ୍ୱର : ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା । ଏମକେସିଜି ଅଧକ୍ଷଙ୍କୁ ରିପୋର୍ଟ ମାଗିଲେ ଦକ୍ଷିଣାଞ୍ଚଳ ଆରଡିସି । ସୋସିଆଲ ମିଡିଆର ଏକ...

ADVERTISEMENT

Login