The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଅନାସ୍ଥା ଚର୍ଚ୍ଚା ; ସ୍ପଷ୍ଟ କଲାନି ବିଜେଡି

Facebook
Twitter
LinkedIn

ଭୁବନେଶ୍ୱର : ସରକାରଙ୍କ ବିରୋଧରେ କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଆହ୍ୱାନ ପ୍ରସଙ୍ଗ । ବୁଲେଇ ବଙ୍କେଇ କହିଲେ ବିଜେଡି ବିଧାୟକ ଅରୁଣ ସାହୁ । ସରକାର ବିଧାନସଭା ଅଧିବେଶନ ଡାକିବାକୁ ଡରୁଛନ୍ତି । ନାରୀ ନିର୍ଯ୍ୟାତନା ପ୍ରସଙ୍ଗରେ ସରକାର ବ୍ୟାକ ଫୁଟରେ । ସବୁ ବିଷୟରେ ଆଲୋଚନା କରିବାକୁ ବିଜେଡି ପ୍ରସ୍ତୁତ । ଆସ୍ଥା , ଅନାସ୍ଥା, ଅବସ୍ଥା, ବ୍ୟବସ୍ଥା ଆଲୋଚନା ପାଇଁ ପ୍ରସ୍ତୁତ । ମାତ୍ର ବିଜେଡି ଅନାସ୍ଥା ଆଣିବ କି କଂଗ୍ରେସକୁ ଏ ନେଇ ସମର୍ଥନ ଦେବ କହିଲେନି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login