The Ultimate Managed Hosting Platform
ADVERTISEMENT

ଅନୁଗୁଳରେ ମର୍ମନ୍ତୁଦ ଦୁର୍ଘଟଣା ; ୩ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଅନୁଗୁଳ : ଅଟୋ ଉପରେ ମାଡିଗଲା କାର । ୩ ଜଣଙ୍କର ଚାଲିଗଲା ଜୀବନ । ସଦର ଥାନା ଖଣ୍ଡହତା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ସ୍ୱାମୀ , ସ୍ତ୍ରୀ ସମେତ ଅଟୋ ଚାଳକଙ୍କ ଚାଲିଗଲା ଜୀବନ । ଆଉ ୨ ଜଣ ଗୁରୁତର ହୋଇଛନ୍ତି । ୨ ଆହତଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଟୋଟି ପାଣିକାଦୁଅରେ ପୋତି ହୋଇଯାଇଛି , ଉପରେ ରହିଛି କାର । ଏମାନେ ସମସ୍ତେ ଢେଙ୍କାନାଳଜିଲ୍ଲା ରସୋଳ ଥାନା କାରନ୍ଦା ଗାଁର ଲୋକ ବୋଲି ଜଣାପଡ଼ିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login