The Ultimate Managed Hosting Platform
ADVERTISEMENT

ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରେ ପ୍ରଥମ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ଆନୁଷ୍ଠାନିକ ଭାବେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ଅନ୍ତର୍ଜାତୀୟ ମିଲେଟ ବର୍ଷ ଅବସରରେ ସୂଚନା ଦେଲେ । ଭୁବନେଶ୍ବର ଜନତା ମଇଦାନରେ ଆଜି ଓ ଆସନ୍ତାକାଲି ସମ୍ମିଳନୀ ଅନୁଷ୍ଠତ ହେବ।ଗତବର୍ଷ ଠାରୁ ନଭେମ୍ବର ୧୦ ତାରିଖକୁ ରାଜ୍ୟରେ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି। ମାଣ୍ଡିଆ ବ୍ୟବହାରକୁ ପ୍ରୋତ୍ସାହିତ କରିବା ଏବଂ ଏଥିପ୍ରତି ଜନ ସଚେତନତା ବୃଦ୍ଧି କରିବା ନିମନ୍ତେ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ ହେଉଛି।ସମ୍ମିଳନୀରେ ୩୦ ଜିଲ୍ଲାରୁ ମାଣ୍ଡିଆ ଚାଷୀଙ୍କ ସହ ଦେଶ ଓ ବିଦେଶରୁ ବିଭିନ୍ନ କ୍ଷେତ୍ରରୁ ପ୍ରାୟ ୩୦୦ ପ୍ରତିନିଧି ଯୋଗଦେବେ । ଓଡ଼ିଶାରେ ମାଣ୍ଡିଆ ଉପରେ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜନ ସାରା ଭାରତରେ ପ୍ରଥମ। ଏବେ ଧାନ ପରି ମିଲେଟରେ ମଧ୍ୟ ଏମଏସପି ଦିଆଯାଉଛି। ୨ ଲକ୍ଷ ୬୦ ହଜାର ହେକ୍ଟରରେ ଏବେ ଚାଷ ହେଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login