The Ultimate Managed Hosting Platform
ADVERTISEMENT

ଅପରାଜିତାଙ୍କୁ ନବୀନଙ୍କ ଟାର୍ଗେଟ, ପରିକ୍ରମା ପ୍ରକଳ୍ପ ଓ ଲିଙ୍ଗରାଜଙ୍କ କାମ ବନ୍ଦ କରିବାକୁ ଚେଷ୍ଟା କରୁଥିଲେ ସାଂସଦ

Facebook
Twitter
LinkedIn

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧାରେ ଆଜି ବିଜେଡି ପାଇଁ ଭୋଟ୍ ମାଗିଛନ୍ତି। ଖୋର୍ଦ୍ଧା ସଭାରୁ ଅପରାଜିତାଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି ନବୀନ । ପୁରୀ ପରିକ୍ରମା ପ୍ରକଳ୍ପ ଓ ଏକାମ୍ର ପ୍ରକଳ୍ପକୁ ବନ୍ଦ କରିବାକୁ ଭୁବନେଶ୍ୱର ସାଂସଦ ଚେଷ୍ଟା କରିଥିଲେ ବୋଲି କହିଛନ୍ତି ନବୀନ । ତେଣୁ ଏଥର ବିଜେଡିର ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ କହିଛନ୍ତି ନବୀନ ।
ଖୋର୍ଦ୍ଧାର ହେବାଳି ପଡ଼ିଆରେ ଏକ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ମତାମତ ନେଇଥିଲେ । ଏହାସହ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜୁଲାଇରୁ ବିଜୁଳି ବିଲ୍ ଆସିବ ନାହିଁ । ବିରୋଧୀ ଦଳର ନେତା ମିଛ କଥା କହୁଛନ୍ତି ବୋଲି କହି ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ବିକାଶ ପ୍ରସଙ୍ଗରେ ବିରୋଧୀ ଦଳ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କେବଳ ଏତିକି ନୁହେଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login