ଭୁବନେଶ୍ୱର : ପ୍ରାର୍ଥୀ ଘୋଷଣା ପରେ ଦିଲ୍ଲୀରୁ ଫେରିଲେ ସାଂସଦ ଅପରାଜିତା । ବିମାନ ବନ୍ଦରରେ ସାଂସଦ ଅପରାଜିତାଙ୍କୁ ଅପରାଜିତାଙ୍କୁ ବିପଳ ସ୍ୱାଗତ ସମ୍ବର୍ଦ୍ଧନା । ସ୍ୱାଗତ ସମ୍ବର୍ଦ୍ଧନା ଅବସରରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ମନ୍ତବ୍ୟ । ବିଗତ ୫ ବର୍ଷ ହେଲା ନିଷ୍ଠାପର ଭାବେ ସମସ୍ତଙ୍କ ସେବା କରିଛି । ମୋଦିଙ୍କ ବିକଶିତ ଭାରତ ସ୍ୱପ୍ନରେ ଭୁବନେଶ୍ୱର ପ୍ରମୁଖ ସ୍ଥାନ ନେବ । ମୋଦିଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡିବ । ବିଜେଡି ପ୍ରାର୍ଥୀ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ ଅପରାଜିତା । ବିଗତ କିଛି ଦିନ ହେବ ଜଣେ ମହିଳା ପ୍ରାର୍ଥୀ କରାଯାଉଥିଲା । ଏମିତିକି ସମ୍ପୃକ୍ତ ମହିଳା ବି ଅଞ୍ଚଳରେ ବୁଲାବୁଲି ଆରମ୍ଭ କରିଥିଲେ । ଏବେ ସମ୍ପୃକ୍ତ ମହିଳାଙ୍କୁ ହଟାଇ ଆଉ ଜଣଙ୍କୁ ପ୍ରାର୍ଥୀ ନେଇ ଚର୍ଚ୍ଚା ହେଉଛି । ଜଣେ ମହିଳାଙ୍କୁ ହଟାଯାଇ ଆଉ ଜଣଙ୍କୁ ପ୍ରାର୍ଥୀ କରାଯିବା ଉଚିତ୍ କି । ବିଜେଡି ଉଦେ୍ଦଶ୍ୟରେ ଚର୍ଚ୍ଚିତ ଗବର ସିଂ ଡାଏଲଗ କହିଲେ ଅପରାଜିତା । ଯୋ ଡରଗୟା , ୱ ମରଗୟା ବୋଲି କଟାକ୍ଷ କଲେ ଅପରାଜିତା ।
ଅପରାଜିତାଙ୍କୁ ବିପୁଳ ସମ୍ବର୍ଦ୍ଧନା

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...