ଭୁବନେଶ୍ୱର : ପ୍ରାର୍ଥୀ ଘୋଷଣା ପରେ ଦିଲ୍ଲୀରୁ ଫେରିଲେ ସାଂସଦ ଅପରାଜିତା । ବିମାନ ବନ୍ଦରରେ ସାଂସଦ ଅପରାଜିତାଙ୍କୁ ଅପରାଜିତାଙ୍କୁ ବିପଳ ସ୍ୱାଗତ ସମ୍ବର୍ଦ୍ଧନା । ସ୍ୱାଗତ ସମ୍ବର୍ଦ୍ଧନା ଅବସରରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ମନ୍ତବ୍ୟ । ବିଗତ ୫ ବର୍ଷ ହେଲା ନିଷ୍ଠାପର ଭାବେ ସମସ୍ତଙ୍କ ସେବା କରିଛି । ମୋଦିଙ୍କ ବିକଶିତ ଭାରତ ସ୍ୱପ୍ନରେ ଭୁବନେଶ୍ୱର ପ୍ରମୁଖ ସ୍ଥାନ ନେବ । ମୋଦିଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡିବ । ବିଜେଡି ପ୍ରାର୍ଥୀ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ ଅପରାଜିତା । ବିଗତ କିଛି ଦିନ ହେବ ଜଣେ ମହିଳା ପ୍ରାର୍ଥୀ କରାଯାଉଥିଲା । ଏମିତିକି ସମ୍ପୃକ୍ତ ମହିଳା ବି ଅଞ୍ଚଳରେ ବୁଲାବୁଲି ଆରମ୍ଭ କରିଥିଲେ । ଏବେ ସମ୍ପୃକ୍ତ ମହିଳାଙ୍କୁ ହଟାଇ ଆଉ ଜଣଙ୍କୁ ପ୍ରାର୍ଥୀ ନେଇ ଚର୍ଚ୍ଚା ହେଉଛି । ଜଣେ ମହିଳାଙ୍କୁ ହଟାଯାଇ ଆଉ ଜଣଙ୍କୁ ପ୍ରାର୍ଥୀ କରାଯିବା ଉଚିତ୍ କି । ବିଜେଡି ଉଦେ୍ଦଶ୍ୟରେ ଚର୍ଚ୍ଚିତ ଗବର ସିଂ ଡାଏଲଗ କହିଲେ ଅପରାଜିତା । ଯୋ ଡରଗୟା , ୱ ମରଗୟା ବୋଲି କଟାକ୍ଷ କଲେ ଅପରାଜିତା ।
ଅପରାଜିତାଙ୍କୁ ବିପୁଳ ସମ୍ବର୍ଦ୍ଧନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











