The Ultimate Managed Hosting Platform
ADVERTISEMENT

ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ

Facebook
Twitter
LinkedIn

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଏହା ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଅପରାହ୍ନ ୪ଟାରେ ରେଜଲ୍ଟ ବାହାରିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ଚଳିତବର୍ଷ କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।
ପୂର୍ବରୁ ଗତ ମେ ମାସ ୩୧ ତାରିଖ ଦିନ ପ୍ରକାଶ ପାଇଥିଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟର ଫଳାଫଳ । ଭୁବନେଶ୍ୱର ସିଏଚଏସଇ କାର୍ୟ୍ୟାଳୟ ପରିସରରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଫଳାଫଳ ଘୋଷଣା କରିଥିଲେ । ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାରେ ଆଗରେ ଛାତ୍ରୀ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...

ADVERTISEMENT
ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...

Login