The Ultimate Managed Hosting Platform
ADVERTISEMENT

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

Facebook
Twitter
LinkedIn

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି । ବିଦେଶୀ ଗଣମାଧ୍ୟମରେ ପ୍ରସାରିତ ଖବରକୁ ଖଣ୍ଡନ କରିଛନ୍ତି ଅଜିତ ଡୋଭାଲ । ବିଦେଶୀ ମିଡିଆକୁ ପ୍ରମାଣ ମାଗିବା ସହ ସାହସ ଅଛିତ ଗୋଟିଏ ଫଟୋ ଦେଖାଇବା ପାଇଁ କହିଛନ୍ତି ଡୋଭାଲ । ଖବର ମୁତାବକ, ଆଇଆଇଟି ମାଡ୍ରାସରେ ଡୋଭାଲ କହିଛନ୍ତି ଯେ, ବିଦେଶୀ ଗଣମାଧ୍ୟମ ଅପରେସନ ସିନ୍ଦୂର ବିଷୟରେ ମିଥ୍ୟା ଖବର ପ୍ରସାରଣ କରିଛି । ମୋତେ ଗୋଟିଏ ଫଟୋ ଦେଖାଅ ଯେଉଁଥିରେ ଭାରତ କ୍ଷତି ସହିଛି । ଏହି ସମୟରେ ଭାରତ କୌଣସି କ୍ଷତି ସହିନାହିଁ । ଆମେ ଅପରେସନ ସିନ୍ଦୂରକୁ ନେଇ ଗର୍ବିତ । ୨୩ ମିନଟର ଅପରେସନରେ ପାକିସ୍ତାନର ଅଣ୍ଟା ଭାଙ୍ଗିଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login