The Ultimate Managed Hosting Platform
ADVERTISEMENT

ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ

Facebook
Twitter
LinkedIn

ନବରଙ୍ଗପୁର : ଅବକାରୀ ସୁପରିଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍ । ଅବକାରୀ ସୁପରିଟେଣ୍ଡଣ୍ଟ ଗଙ୍ଗା ପାଇକରାୟଙ୍କ ଘରେ ରେଡ୍ ।ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ । ଡିଏସ-ଥ୍ରୀ ସିନେମା ହଲ ନିକଟ ଭଡା ଘରେ ଚାଲିଛି ରେଡ୍ । ନବରଙ୍ଗପୁର ଓ ଜୟପୁର ସମେତ ୪ଟି ସ୍ଥାନରେ ଚାଲିଛି ଚଢାଉ । ଭିଜିଲାନ୍ସର ୫ଜଣିଆ ଟିମ ଜୟପୁର ଓ ନବରଙ୍ଗପୁର ସମେତ ୪ଟି ସ୍ଥାନରେ ଚଢ଼ାଉ କରିଥିବା ସୂଚନା ଜୟପୁର ଭିଜିଲାନ୍ସ ଟିମ ପକ୍ଷରୁ ମିଳିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login