The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ବେପାରୀ ଗିରଫ

Facebook
Twitter
LinkedIn

କୋରାପୁଟ : ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । କୋରାପୁଟ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୬କ୍ୱିଣ୍ଟାଲ ୬୫ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ବେପାରୀଙ୍କୁ ମଧ୍ୟ ଗିରଫ କରାଯାଇଛି । ସୁଚନା ଅନୁଯାୟୀ, ଗଞ୍ଜେଇ ବେପାରୀ ବାହାର ରାଜ୍ୟରୁ ଆସି କିଛି ବେପାର କରୁଥିବା ପୋଲିସ ଓ ଅବକାରୀ ବିଭାଗ ନିକଟରେ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ଲଗାତର ଭାବେ କଡ଼ା ନଜର ରଖିଥିବା ବେଳେ ଏହିକ୍ରମରେ ଅବକାରୀ ବିଭାଗ ନନ୍ଦପୁର ବ୍ଲକ କମାରଗୁଡା ଛକ ମାରଦା ଗ୍ରାମରେ ଚଢାଉ କରି ଏକ ଘରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୬୫ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ସେହିପରି ଏହି ବିଭାଗର ଚଢାଉରେ ଏକ ନୂଆ ତଥ୍ୟ ମଧ୍ୟ ସାମ୍ନାକୁ ଆସିଛି । ଫେରିବାଲାମାନେ ବାହାର ରାଜ୍ୟରୁ ଆସିଥିବା ଗାଁ ଗାଁ ବୁଲି ବ୍ୟବସାୟ କରିବା ସହ ଚୋରା ଗଞ୍ଜେଇ କାରବାରରେ ମଧ୍ୟ ସଂପୃକ୍ତି ଅଛନ୍ତି। ସୁଲତାନ ସିଂ ହରିୟାଣାରୁ ଆସି ଶୀତ ବସ୍ତ୍ର ବିକ୍ରୟ କରୁଥୁବାବେଳେ ଗିରଫ କରିଛି ଅବକାରୀ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login