The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଅବସର ଦିନକ ପୂର୍ବରୁ ନିଲମ୍ବନ

Facebook
Twitter
LinkedIn

ପାରାଦ୍ୱୀପ : କୁଜଙ୍ଗ ବନ ବିହାରୀ ହାଇସ୍କୁଲର ୨ ଶିକ୍ଷକଙ୍କୁ ନିଲମ୍ବନ । ମଧ୍ୟାହ୍ନ ଭୋଜନ ଚାଉଳ ହେରେଫେର ଘଟଣାରେ ନିଲମ୍ବନ । ଭାରପ୍ରାପ୍ତ ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ନନ୍ଦ ନିଲମ୍ବିତ । ମଧ୍ୟାହ୍ନ ଭୋଜନ ଦାୟିତ୍ୱରେ ଥିବା ଶିକ୍ଷକ ଶତ୍ରୁଘ୍ନ ପ୍ରଧାନ ନିଲମ୍ବିତ । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ କାଲି ଅବସର ନେଇଥାନ୍ତେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login