The Ultimate Managed Hosting Platform
ADVERTISEMENT

ଅବହେଳା ପାଇଁ ଦଳ ଛାଡିଲେ ପ୍ରିୟଦର୍ଶୀ

Facebook
Twitter
LinkedIn

ଭୁବନେଶ୍ୱର :ରାଜ୍ୟ ରାଜନୀତିରେ ଏବେ ଚାଲିଛି ଦଳ ଡିଆଁ କାର୍ଯ୍ୟକ୍ରମ । ଏହି କ୍ରମରେ ଆଜି ବିଜେଡି ଛାଡିଛନ୍ତି ଉତ୍ତର ଭୂବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଦଳରେ ଲଗାତାର ତାଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ କରି ସେ ଦଳ ଛାଡିଥିବା ଜଣାପଡିଛି ।ସୂଚନା ଅନୁସାରେ, ୨୦୧୪ରୁ ୨୦୧୯ରୁ ଯାଏଁ ବିଧାୟକ ଥିଲେ । ୨୦୧୯ ପରଠାରୁ ତାଙ୍କୁ ଦଳରେ ଗୁରୁତ୍ୱ ଦିଆଯାଉନଥିଲା । ୨୦୧୯ରେ ଦଳ ଉତ୍ତର ଭୁବନେଶ୍ୱରରୁ ସୁଶାନ୍ତ ରାଉତଙ୍କୁ ଟିିକେଟ୍ ଦେଇଥିଲା । ଏଥର ମଧ୍ୟ ଏହି ଆସନରେ ବିଜେଡି ସର୍ପରାଇଜ୍ କାର୍ଡ ଖେଳିବା ନେଇ ଚର୍ଚ୍ଚା ହେଉଛି । ଏହି ଦୃଷ୍ଟିରୁ ପ୍ରିୟଦର୍ଶୀ ଏଥର ଟିକେଟ୍ ପାଇବା ଆଶା ନଥିବା ଆଶା କରି ଦଳ ଛାଡିଥାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login