The Ultimate Managed Hosting Platform
ADVERTISEMENT

ଅଭିନେତା ପାର୍ଥ ସାରଥୀ ଗିରଫ

Facebook
Twitter
LinkedIn

ଭୁବନେଶ୍ୱର : ଗିରଫ ହେଲେ ଓଲିଉଡ ଅଭିନେତା ପାର୍ଥ ସାରଥୀ । ପାର୍ଥ ସାରଥୀ ରାୟଙ୍କୁ ବାନ୍ଧିଲା ପୋଲିସ । ଏନବିଡବ୍ଲ୍ୟୁ ଆଧାରରେ ବଡଗଡ ଥାନା ପୋଲିସ ଗିରଫ କଲା । ଅଭିନେତା ପାର୍ଥଙ୍କୁ ପୋଲିସ ଗିରଫ କରିବା ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି। ତେବେ ପୂର୍ବରୁ ତାଙ୍କର ଛାଡପତ୍ର ମାମଲା ଚାଲିଥିଲା । କୋର୍ଟ ନିୟମ ଖିଲାପ କରିଥିବାରୁ ଜାରି ହୋଇଥିଲା ଜାମିନ ବିହୀନ ଗିରଫ ପରୱାନା । ଆଉ ତାଙ୍କ ଗିରଫଦାରୀ ପାଇଁ ନିର୍ଦ୍ଦେଶ ଦେଇଥିଲେ ଜେଏମଏଫସି କୋର୍ଟ । ପରେ ବଡ଼ଗଡ଼ ଥାନା ପକ୍ଷରୁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ତେବେ ଅଭିନେତା ପାର୍ଥଙ୍କୁ ବିଭିନ୍ନ ସିନେମା ଏବଂ ସିରିଏଲରେ ଦର୍ଶକ ଦେଖିବାକୁ ପାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପାଟନା ଏୟାରପୋର୍ଟରେ ଲାଗିଲା ନିଆଁ

ପାଟନା ଏୟାରପୋର୍ଟରେ ଲାଗିଲା ନିଆଁ

ପାଟନା : ବିମାନବନ୍ଦରର ପୁରୁଣା ଟର୍ମିନାଲ ବିଲିଡିଂରେ ଚାଲିଥିବା ଭାଙ୍ଗିବା ପ୍ରକ୍ରିୟା ସମୟରେ ଓ୍ଵେଲଡିଂ କାମ ଚାଲୁଥିବା ବେଳେ ସ୍ପାର୍କ ଯୋଗୁଁ ନିଆଁ ଲାଗିଯାଇଥିଲା । ବିହାରର...

Login