ମୁମ୍ବାଇ : ଅଭିନେତ୍ରୀ ତଥା ମଡେଲ ପୁନମ ପାଣ୍ଡେଙ୍କର ପରଲୋକ ହୋଇଯାଇଛି । ତାଙ୍କୁ ସର୍ଭିକାଲ କ୍ୟାନ୍ସର ହୋଇଥିଲା। ଏହି ସୂଚନା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଦିଆଯାଇଛି । ପୁନମ ପାଣ୍ଡେଙ୍କ ଦେହାନ୍ତ ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ପୁନମ ପାଣ୍ଡେଙ୍କ ମ୍ୟାନେଜର ଏହି ସୂଚନା ଦେଇଛନ୍ତି। ଫେବ୍ରୁଆରି ୧ ତାରିଖ ରାତିରେ ସର୍ଭିକାଲ୍ କ୍ୟାନସରରେ ପୀଡିତ ହୋଇ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।ପୁନମ ପାଣ୍ଡେ ୨୦୧୩ରେ ଫିଲ୍ମ ‘ନଶା’ ଜରିଆରେ ବଲିଉଡରେ ଡେବ୍ୟୁ କରିଥିଲେ । ପୁନମ ପାଣ୍ଡେଙ୍କ ଦେହାନ୍ତ ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି ।ନିଜର ବୋଲ୍ଡ ଅନ୍ଦାଜ ପାଇଁ ଜଣାଶୁଣା ଥିଲେ ପୁନମ୍ ।
Views: 82