ପୁରୀ : ଅରବିନ୍ଦ କେଜ୍ରିୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ୱ ଦେଲେ ସରକାର । ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ୱ ସହ ରଥଯାତ୍ରା ପରିଚାଳନା ଦାୟିତ୍ୱ ତୁଲାଇବେ । ରଥ ଯାତ୍ରା ସୁପରଭିଜନ ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିଦେ୍ର୍ଦଶନାମା । ଶରଧାବାଲି ଅଘଟଣ ପରେ ବିଭିନ୍ନ ଦିଗକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି । ରଥଯାତ୍ରାରେ ଭିଡ଼ ପରିଚାଳନାର ବିଫଳତା ଯୋଗୁଁ ଶହ ଶହ ଭକ୍ତ ଆହତ ହେଲେ । ଏହାର ଦିନକ ପରେ ଶରଧା ବାଲିରେ ଦଳାଚକଟା ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ବିରୋଧୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଜନତା ।
ତେବେ ଶରଧାବାଲି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ଘଟଣାରେ ଏବେ ବଡ଼ କାର୍ୟ୍ୟାନୁଷ୍ଠାନ ନେଇଛନ୍ତି ସରକାର । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଲ ରାଣା । ସେହିପରି ଏସ୍ପି ଭିନୀତ୍ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି -DCP ବିଷ୍ଣୁ ପତିଙ୍କୁ ସସ୍ପେଣ୍ଡ୍ ଓ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁମଧ୍ୟ ସସ୍ପେଣ୍ଡ୍ କଲେ ରାଜ୍ୟ ସରକାର ।
ଅରବିନ୍ଦ କେଜ୍ରିୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ୱ

Facebook
Twitter
LinkedIn
Facebook
Twitter
LinkedIn
Recent News
ଶାଶ୍ୱତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ
ଭୁବନେଶ୍ୱର : ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡକୋ ଅଧ୍ୟକ୍ଷ ଭାବେ ମଧ୍ୟ...
ଜନ୍ମବେଦୀକୁ ଯିବେ ଶ୍ରୀଜିଉ
ପୁରୀ : ଆଉ କିଛି ସମୟ ପରେ ଶ୍ରୀଜିଉଙ୍କ ଆଡପ ମଣ୍ଡପ ବିଜେ । ଅଡପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂରତି । ଗୋଟି ପହଣ୍ଡିରେ ଜନ୍ମବେଦୀକୁ...
ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ
ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...
ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ
ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...