The Ultimate Managed Hosting Platform
ADVERTISEMENT

ଅର୍ଚ୍ଚନା ଜାମିନ ଶୁଣାଣି ଘୁଞ୍ଚିଲା

Facebook
Twitter
LinkedIn

ଭୁବନେଶ୍ୱର : ଇଡି ମାମଲାରେ ଅର୍ଚ୍ଚନା ନାଗର ଜାମିନ ଆବେଦନର ଶୁଣାଣି । ଇଡି ମାମଲାରେ ଅର୍ଚ୍ଚନା ନାଗଙ୍କ ପ୍ରସଙ୍ଗର ଆଜି ହାଇକୋର୍ଟରେ ଶୁଣାଣି ହୋଇଛି । ଅର୍ଚ୍ଚନାଙ୍କ ଜାମିନ ଆବେଦନର ଶୁଣାଣି କରି ଇଡିକୁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏହି ପ୍ରସଙ୍ଗରେ ଜୁନ୍ ୨୬ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି କହିଛନ୍ତି କୋର୍ଟ । ଏହି ଦିନ ଏକାଠି ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ନାଗଙ୍କ ଜାମିନ ଆବେଦନ ଉପରେ ଶୁଣାଣି କରିବେ ବୋଲି କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login