ଭୁବନେଶ୍ୱର : ଏଫସିଆଇରେ ଅର୍ପଣ ଚାଉଳ ପଡି ରହିବା ପ୍ରସଙ୍ଗରେ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା । ଅର୍ପଣ ଚାଉଳ ଭଗବାନଙ୍କ ପାଖରେ ଅର୍ପଣ ଯୋଗ୍ୟ ନୁହେଁ । ମନ୍ଦିର ଭିତରେ ବ୍ୟବହାର କରାଯାଇ ପାରିବନି ସେବାୟତ କହିଛନ୍ତି । ଏ ନେଇ ପରିଚାଳନା କମିଟି ଯାହା ନିଷ୍ପତ୍ତି ନେବେ ସରକାର ମାନିବେ । ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ସେ ଚାଉଳର ସଦୁପଯୋଗ କେମତି ହେବ, ସେନେଇ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି । ଖୁବଶୀଘ୍ର ଏହାକୁ ନେଇ ପରିଚାଳନା କମିଟି ବସିବ । କମିଟି ବସିବା ପରେ ଯାହା ପରାମର୍ଶ ଆସିବ ତାକୁ ସରକାର ଗ୍ରହଣ କରିବେ । ତେବେ ଖୁବଶୀଘ୍ର ଏହାକୁ ନେଇ ପରିଚାଳନା କମିଟି ବସିବ । କମିଟି ବସିବା ପରେ ଯାହା ପରାମର୍ଶ ଦିଆଯିବ ସରକାର ତାହା ଗ୍ରହଣ କରିବେ ବୋଲି ମନ୍ତ୍ରୀ କହିଛନ୍ତି । ଏଫସିଆଇ ଗୋଦାମରେ ହଜାର ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ଗଦା ହୋଇଛି । ଏହା ବାବଦରେ ସ୍ପଷ୍ଟ ନିଷ୍ପତ୍ତି ହେବା ଆବଶ୍ୟକ ରହିଛି । ସେ ଚାଉଳ ଖରାପ ହେବା ଆରମ୍ଭ ହେଲାଣି । ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ସେ ଚାଉଳର ସଦୁପଯୋଗ କେମତି ହେବ, ପରିଚାଳନା କମିଟି ନିଷ୍ପତି ନେଇସାରିବା ପରେ ସରକାର ପଦକ୍ଷେପ ନେବେ ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି ।
ଅର୍ପଣ ଚାଉଳର ସଦୁପଯୋଗ ହେବ ;ଆଇନମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







